My Bus Accident
ଭୁବନେଶ୍ୱରରେ ପୁଣି ମୋ ବସ୍ ଦୁର୍ଘଟଣା । ରାଜଧାନୀର ଶିଖରଚଣ୍ଡୀ ବିହାରରେ ‘ମୋ ବସ୍’ ଜଣେ ବ୍ୟକ୍ତିଙ୍କୁ ଧକ୍କା ଦେଇଛି । ଏହି ଦୁର୍ଘଟଣାରେ ବ୍ୟକ୍ତି ଜଣକ ଗୁରୁତର ହୋଇଛନ୍ତି । ଗୁରୁତର ବ୍ୟକ୍ତିଙ୍କୁ ଦୁର୍ଘଟଣାସ୍ଥଳରୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଛି । ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)