Train Accident
କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଟ୍ରେନ୍ ଦୁର୍ଘଟଣା ହୋଇଛି । ରାୟଗଡ଼ା ଯାଉଥିବା ପାସେଞ୍ଜର ପଲାସା ପାସେଞ୍ଜରକୁ ପିଟିବା ଫଳରେ ଲାଇନ୍ଚ୍ୟୁତ ହୋଇଛି ବଗି । ସେହିପରି ପଲାସାର ଗୋଟିଏ ବଗି ମେନ୍ ଲାଇନ୍ରେ ପଡ଼ିବାରୁ ଦୁର୍ଘଟଣା ହୋଇଛି । ଏହି ସମୟରେ ଦୁର୍ଘଟଣାଗ୍ରସ୍ତ ବଗିକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)