Advertisment

ପୁଣି ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା; ୩ ମୃତ ସୂଚନା

କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଟ୍ରେନ୍ ଦୁର୍ଘଟଣା ହୋଇଛି । ରାୟଗଡ଼ା ଯାଉଥିବା ପାସେଞ୍ଜର ପଲାସା ପାସେଞ୍ଜରକୁ ପିଟିବା ଫଳରେ ଲାଇନ୍‌ଚ୍ୟୁତ ହୋଇଛି ବଗି । ସେହିପରି ପଲାସାର ଗୋଟିଏ ବଗି ମେନ୍ ଲାଇନ୍‌ରେ ପଡ଼ିବାରୁ ଦୁର୍ଘଟଣା ହୋଇଛି । ଏହି ସମୟରେ ଦୁର୍ଘଟଣାଗ୍ରସ୍ତ ବଗିକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍‌ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ