Advertisment

ଗଭୀର ଖାଇକୁ ଖସିଲା ବସ୍; ୮ ମୃତ, ୨୭ ଆହତ

ଉତ୍ତରାଖଣ୍ଡର ଉତ୍ତରକାଶୀରେ ଖାଇକୁ ଖସିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୮ଜଣଙ୍କ ମୃତ୍ୟୁ ହୋଇଛି । ୨୭ଜଣ ଆହତ ହୋଇଛନ୍ତି । ଗଙ୍ଗୋତ୍ରୀ ଜାତୀୟ ରାଜପଥର ଗଙ୍ଗନାନିଠାରେ ଏହି ଦୁର୍ଘଟଣା ଘଟିଛି । ଆହତମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି ।

author-image
Sarbeswar