Lunar
ଭାରତରେ ସବୁଠି ଦୃଶ୍ୟମାନ ହେବ ପୂର୍ଣ୍ଣଗ୍ରାସ ଚନ୍ଦ୍ରଗ୍ରହଣ । ରାତି ୯ଟା ୫୭ ମିନିଟରେ ଗ୍ରହଣସ୍ପର୍ଶ କରିବ। ରାତି ୧୧ଟା ୧ମିନିଟରେ ପୂର୍ଣ୍ଣଗ୍ରାସ ଗ୍ରହଣ ଆରମ୍ଭ ହୋଇ ୧୧ଟା ୪୨ରେ ମଧ୍ୟ ଓ ରାତି ୧୨ଟା ୨୩ରେ ପୂର୍ଣ୍ଣଗ୍ରାସ ଗ୍ରହଣ ଶେଷ ହେବ। ରାତି ୧ଟା ୨୭ ମିନିଟରେ ଗ୍ରହଣ ସର୍ବମୋକ୍ଷ ହେବ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)