Advertisment

ପାଖେଇ ଆସୁଛି ଦିବ୍ୟ ମୁହୂର୍ତ୍ତ; ଜାମାତାଙ୍କ ପାଇଁ ମିଥିଳାରୁ ଆସିଲା ମଙ୍ଗଳଭାର

ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ପାଇଁ ମାତା ସୀତାଙ୍କ ବାପଘର ମିଥିଳାରୁ ଅଯୋଧ୍ୟାକୁ ଆସିଛି ବହୁମୂଲ୍ୟ ଭାର। ସେପଟେ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ, ସାରା ଦେଶର ବିଭିନ୍ନ ମନ୍ଦିରରେ ଆରମ୍ଭ ହୋଇଛି ସ୍ୱଚ୍ଛତା ଅଭିଯାନ।

author-image
Tanmay Kumar Mahalik

ପାଖେଇ ଆସୁଛି ଦିବ୍ୟ ମୁହୂର୍ତ୍ତ । ୫ ଶହ ବର୍ଷ ପରେ କେବଳ ଭବ୍ୟ ମନ୍ଦିରକୁ ନୁହେଁ, ନିଜ ଜନ୍ମସ୍ଥଳୀ ମୂଳ ଆସ୍ଥାନକୁ ଫେରିବେ ପ୍ରଭୁ ରାମଲାଲା। ଏଥିପାଇଁ ସାରା ଦେଶ ଉତ୍ସାହିତ ଥିବା ବେଳେ, ମନ୍ଦିର ସାଜସଜ୍ଜା ବି ଆରମ୍ଭ ହୋଇଗଲାଣି। ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ପାଇଁ ମାତା ସୀତାଙ୍କ ବାପଘର ମିଥିଳାରୁ ଅଯୋଧ୍ୟାକୁ ଆସିଛି ବହୁମୂଲ୍ୟ ଭାର। ସେପଟେ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ, ସାରା ଦେଶର ବିଭିନ୍ନ ମନ୍ଦିରରେ ଆରମ୍ଭ ହୋଇଛି ସ୍ୱଚ୍ଛତା ଅଭିଯାନ।

Advertisment
Ram Temple Gift Ayodhya Ram Mandir Lord Ram
Advertisment
Advertisment