Budget
କେନ୍ଦ୍ର ବଜେଟରେ ଫୋକସରେ ଚାଷୀ, ଗରିବ, ଯୁବଗୋଷ୍ଠୀ ଓ ମହିଳା। ଦେଶର ଆର୍ଥିକ ବିକାଶ ଲାଗି କୃଷି, MSME, ପୁଞ୍ଜିନିବେଶ ଓ ରପ୍ତାନି ଭଳି ୪ଟି ଦିଗକୁ ଗ୍ରୋଥ୍ ଇଞ୍ଜିନ୍ ବା ଅଭିବୃଦ୍ଧିର ଇଞ୍ଜିନ୍ ଭାବେ ବିବେଚନା କରିଛନ୍ତି ସରକାର। ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନା ଘୋଷଣା ହୋଇଥିବା ବେଳେ ଯୁବକଙ୍କୁ MSME ଦ୍ବାରା ଅଧିକ ନିଯୁକ୍ତି ଦେବା ନେଇ ହୋଇଛି ବ୍ୟବସ୍ଥା।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)