Advertisment

ବଜେଟରେ ଚାଷୀଙ୍କ ଲାଗି ଖୋଲିଲା ଯୋଜନାର ଭଣ୍ଡାର

ଆର୍ଥିକ ବିକାଶ ଲାଗି କୃଷି, MSME, ପୁଞ୍ଜିନିବେଶ ଓ ରପ୍ତାନି ଭଳି ୪ଟି ଦିଗକୁ ଗ୍ରୋଥ୍ ଇଞ୍ଜିନ୍ ବା ଅଭିବୃଦ୍ଧିର ଇଞ୍ଜିନ୍ ଭାବେ ବିବେଚନା କରିଛନ୍ତି ସରକାର। ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନା ଘୋଷଣା ହୋଇଥିବା ବେଳେ ଯୁବକଙ୍କୁ MSME ଦ୍ବାରା ଅଧିକ ନିଯୁକ୍ତି ଦେବା ନେଇ ହୋଇଛି ବ୍ୟବସ୍ଥା।

Advertisment

କେନ୍ଦ୍ର ବଜେଟରେ ଫୋକସରେ ଚାଷୀ, ଗରିବ, ଯୁବଗୋଷ୍ଠୀ ଓ ମହିଳା। ଦେଶର ଆର୍ଥିକ ବିକାଶ ଲାଗି କୃଷି, MSME, ପୁଞ୍ଜିନିବେଶ ଓ ରପ୍ତାନି ଭଳି ୪ଟି ଦିଗକୁ ଗ୍ରୋଥ୍ ଇଞ୍ଜିନ୍ ବା ଅଭିବୃଦ୍ଧିର ଇଞ୍ଜିନ୍ ଭାବେ ବିବେଚନା କରିଛନ୍ତି ସରକାର। ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ ଧନଧାନ୍ୟ କୃଷି ଯୋଜନା ଘୋଷଣା ହୋଇଥିବା ବେଳେ ଯୁବକଙ୍କୁ MSME ଦ୍ବାରା ଅଧିକ ନିଯୁକ୍ତି ଦେବା ନେଇ ହୋଇଛି ବ୍ୟବସ୍ଥା।

Advertisment
BJP Union Budget Budget Session FM Nirmala Sitharaman
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ