Fuel Price Breaks All Record In Malkangiri
ହୁ ହୁ ହୋଇ ବଢ଼ିବାରେ ଲାଗିଛି ତୈଳ ଦର। ଗତ ସପ୍ତାହେ ମଧ୍ୟରେ ଦେଶ ତଥା ରାଜ୍ୟରେ ପେଟ୍ରୋଲ ଓ ଡିଜେଲ୍ ଦର ଆକଶ ଛୁଆଁ ହୋଇଛି ଆଜି ମାଲକାନଗିରି ତୈଳ ଦର ସବୁ ରେକର୍ଡ ଟପିଛି । ଆଜି ମାଲକାନଗିରିରେ ପେଟ୍ରୋଲ ଦର ସର୍ବାଧିକ ୧୧୨ ଟଙ୍କା ୩୬ ପଇସାରେ ପହଞ୍ଚିଛି । ସେହିପରି ଡିଜେଲ୍ର ଦର ୧୦୮ ଟଙ୍କା ୫୬ ପଇସାକୁ ବଢ଼ିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)