RBI
ବଜେଟ୍ ପରେ ମଧ୍ୟବିତ୍ତଙ୍କୁ ପୁଣି ବଡ଼ ଆଶ୍ୱସ୍ତି। ଖସିବ ସୁଧହାର। କମିବ EMI। କାହିଁକିନା ଦୀର୍ଘ ୫ ବର୍ଷର ବ୍ୟବଧାନ ପରେ କମିଛି ରେପୋ ରେଟ୍। ରେପୋ ରେଟରେ ୨୫ ବେସିସ୍ ପଏଣ୍ଟ ବା ୦.୨୫ ପ୍ରତିଶତ ହ୍ରାସ କରିଛି ରିଜର୍ଭ ବ୍ୟାଙ୍କ। RBI ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା ନିଜର ପ୍ରଥମ ଦ୍ୱିମାସିକ ମୁଦ୍ରାନୀତି କମିଟି ବୈଠକରେ ରେପୋ ରେଟ୍ ୬.୫ ପ୍ରତିଶତରୁ ୬.୨୫ ପ୍ରତିଶତକୁ କମାଇଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)