Union Budget 2025
ସାଧାରଣ ବଜେଟ ଉପରେ ସମସ୍ତ ଦେଶବାସୀଙ୍କ ନଜର ରହିଛି । ବିଶେଷକରି ଏଥିରେ କେଉଁ ଜିନିଷ ଶସ୍ତା ହେବ ତାହା ଜାଣିବାକୁ ସମସ୍ତେ ଆଗ୍ରହୀ । କାର୍ କିମ୍ବା ବାଇକ୍ କିଣିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଖୁସି ଖବର । ଶସ୍ତା ହେବ ଗାଡ଼ିର ଦାମ । ବିଶେଷକରି ଇଲେକ୍ଟ୍ରିକ ଗାଡି କିଣିବାକୁ ଚାହୁଁଥିଲେ ଆପଣଙ୍କ ପାଇଁ ଖୁସି ଖବର ଆଣିଛି ବଜେଟ ୨୦୨୫-୨୦୨୬।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)