Advertisment

୧୦ତାରିଖରୁ କଲେଜ, ୟୁନିଭର୍ସିଟି ବନ୍ଦ

କରୋନା ସଂକ୍ରମଣ ବଢୁଥିବାରୁ କଟକଣା କଡ଼ା କଲେ ସରକାର। ଆସନ୍ତା ୧୦ରୁ ରାଜ୍ୟର ସମସ୍ତ କଲେଜ, ୟୁନିଭର୍ସିଟି ବନ୍ଦ। ମେଡିକାଲ କଲେଜ, ନର୍ସିଂ କଲେଜ ବ୍ୟତୀତ ସବୁ କଲେଜ ବନ୍ଦ ହୋଇଛି। କଲେଜ, ୟୁନିଭର୍ସିଟି ବନ୍ଦ ନେଇ SRCଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।

Remain Closed From Jan 10 All Education Institutions
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ