covid vaccine
Advertisment
ଭାରତକୁ ମିଳିଲା ପିଲାଙ୍କ କୋଭିଡ୍ ଟିକା । ୨ରୁ ୧୮ ବର୍ଷ ବୟସର ଶିଶୁ ଓ କିଶୋର ମାନଙ୍କୁ ଦିଆଯିବ କୋଭିଡ୍ ଟିକା । ଏନେଇ କୋଭାକ୍ସିନକୁ ଡିସିଜିଆଇ ଅନୁମତି ଦେଇଥିବା ସୂଚନା ମିଳିଛି । ଭରତ ବାୟୋଟେକ ଏବଂ ଆଇସିଏମଆର ମିଳିତ ଭାବେ କୋଭାକ୍ସିନ ଟିକା ପ୍ରସ୍ତୁତ କରିଛନ୍ତି । କୋଭାକ୍ସିନ ହେଉଛି ଭାରତୀୟ କରୋନା ଟିକା ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us