Advertisment

କରୋନା ମୃତ୍ୟୁରେ ୫୦ ଦିନର ରେକର୍ଡ ଭାଙ୍ଗିଲା ଦିଲ୍ଲୀ

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଦିଲ୍ଲୀ ଓ ମୁମ୍ବାଇ ଏବେ ଅଧିକ ଚିନ୍ତା ବଢ଼ାଇଛି। କାରଣ ଏହି ୨ଟି ସ୍ଥାନରୁ ଦିନକୁ ଦିନ ସ୍ଥିତି ବିଗିଡ଼ିବାରେ ଲାଗିଛି। ଦିଲ୍ଲୀରେ ଗତ ୧୦ ଦିନରେ କରୋନା ମୃତ୍ୟୁ ସଂଖ୍ୟା ୫୦ ଦିନର ରେକର୍ଡ ଭାଙ୍ଗିଛି।

author-image
Otv Khabar Bureau

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଦିଲ୍ଲୀ ଓ ମୁମ୍ବାଇ ଏବେ ଅଧିକ ଚିନ୍ତା ବଢ଼ାଇଛି। କାରଣ ଏହି ୨ଟି ସ୍ଥାନରୁ ଦିନକୁ ଦିନ ସ୍ଥିତି ବିଗିଡ଼ିବାରେ ଲାଗିଛି। ଦିଲ୍ଲୀରେ ଗତ ୧୦ ଦିନରେ କରୋନା ମୃତ୍ୟୁ ସଂଖ୍ୟା ୫୦ ଦିନର ରେକର୍ଡ ଭାଙ୍ଗିଛି। 

Advertisment
COVID Cases Maharashtra Delhi
Advertisment
Advertisment