health infrastructure to be impacted with more doctors testing covid 19 positive
Advertisment
By clicking the button, I accept the Terms of Use of the service and its Privacy Policy, as well as consent to the processing of personal data.
Don’t have an account? Signup
health infrastructure to be impacted with more doctors testing covid 19 positive
ମାଡ଼ି ଚାଲିଚି ମହାମାରୀ । ମେଡିକାଲ୍ରେ ପଶିଲା କରୋନା । ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲ୍ର ତିନି ଜଣ କର୍ମଚାରୀ କରୋନାରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଣେ ଡାକ୍ତର, ଜଣେ ଫାର୍ମାସିଷ୍ଟ ଏବଂ ଜଣେ ହସ୍ପିଟାଲ୍ ମ୍ୟାନେଜର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସମସ୍ତ ସଂକ୍ରମିତ ସଙ୍ଗରୋଧରେ ଅଛନ୍ତି । ମିଳିଥିବା ସୂଚନା ମୁତାବକ, ସମସ୍ତ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)