Advertisment

କେତେ ମାତ୍ରାରେ ସଂକ୍ରମିତ ହେଉଛି, ତାହା ଉପରେ ଗବେଷଣା ଚାଲିଛି : ମନ୍ତ୍ରୀ ନବ ଦାସ

ଓମିକ୍ରନକୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଅଭୟବାଣୀ ଶୁଣାଇଛନ୍ତି। ଓମିକ୍ରନ ନେଇ ଆଲୋଚନା ଚାଲିଛି, ଭୟର କୌଣସି କାରଣ ନାହିଁ ବୋଲି ସେ କହିଛନ୍ତି। କିଏ କେଉଁଠୁ ଆସୁଛି ତଥ୍ୟ ଦେବାକୁ କେନ୍ଦ୍ରକୁ ଅନୁରୋଧ କରୁଛୁ। ହୁ ସଠିକ୍ ତଥ୍ୟ ଦେଇନି, ଓଡ଼ିଶା ପୂରା ନଜର ରଖିଛି ବୋଲି ମନ୍ତ୍ରୀ କହିଛନ୍ତି।

Omicron Naba Kishore Das Health Minister Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ