ବିଶ୍ୱରେ ଦିନକୁ ଦିନ ଚିନ୍ତା ବଢାଉଛି ଓମିକ୍ରନ୍ । ଓମିକ୍ରନ ସଂକ୍ରମଣ ରୋକିବାକୁ ଲକଡାଉନ୍ କରିଛି ନେଦରଲ୍ୟାଣ୍ଡସ୍ । ସେପଟେ ଭାରତରେ ଦେଢ ଶହ ମୁହାଁ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା। ଏନେଇ କଣ ସତର୍କ କରାଇଛନ୍ତି ଦିଲ୍ଲୀ ଏମ୍ସ ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆ ଶୁଣନ୍ତୁ...।