Advertisment

ଦିନେ ୭୫ ହଜାର ଟଙ୍କା ରୋଜଗାର କରୁଥିଲେ, ଏବେ ପରିବା ବିକୁଛନ୍ତି

ଯେଉଁ ହାତ ଦିନେ ବିଦେଶରେ ଖାଦ୍ୟ ତିଆରି କରି ମନ ମୋହୁଥିଲା, ସେହି ହାତ ଆଜି ଭିଟାମାଟିରେ ନିକିତି ଧରି ବଞ୍ଚିବାର ରାହା ଖୋଜୁଛି। ଯିଏ ଦିନେ ଷ୍ଟାର୍ ହୋଟେଲର କୁକ୍ ଭାବେ କିମିଆ କରିଥିଲେ ରୁଷ୍ ଲୋକଙ୍କୁ, ସିଏ ଆଜି ରାସ୍ତାକଡ଼ର ପରିବା ବିକାଳି ହୋଇଛନ୍ତି

Advertisment
Odisha News Balasore COVID-19 Coronavirus
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ