No Home Isolation For Patients Infected With Omicron Variant: Odisha Top Health Official
ଓମିକ୍ରନ୍ ଦ୍ୱାରା ପଜିଟିଭ୍ ଚିହ୍ନଟ ହେଉଥିବା ବ୍ୟକ୍ତିଙ୍କ ପାଇଁ ସରକାରୀ ବ୍ୟବସ୍ଥା ଥିବା ହସ୍ପିଟାଲରେ ସ୍ୱତନ୍ତ୍ର ବ୍ଲକ୍ କରାଯିବ। ସେମାନେ ଯେପରି ଅନ୍ୟ ରୋଗୀଙ୍କ ସଂସ୍ପର୍ଶରେ ନ ଆସିବେ ସେଥିପାଇଁ ବ୍ୟବସ୍ଥା କରାଯିବ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। ତେବେ ସେମାନଙ୍କ ପାଇଁ ହୋମ୍ ଆଇସୋଲେସନ ବ୍ୟବସ୍ଥା ନାହିଁ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)