Advertisment

କମୁଛି ସଂକ୍ରମଣ: ୨୪ ଘଂଟାରେ ୪୭୭ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ କ୍ରମାଗତ ଭାବରେ କମିଚାଲିଛି କରୋନା। ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୭୮ ଜଣ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଂଚଳ ଅର୍ଥାତ୍‌ ଲୋକାଲ୍‌ କେସ୍‌ ୧୯୯ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷ ମଧ୍ୟରେ ୭୪ ଜଣ ରହିଥିବା ଜଣାପଡ଼ିଛି

COVID-19
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ