Corona
Advertisment
ଧୀରେ ଧୀରେ ଦ୍ୱିତୀୟ ଲହରୀ ଦୁର୍ବଳ ହେବା ସହ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଛି । ଆଜି ପୁଣି ରାଜ୍ୟରେ ଦିନକରେ ୬୪୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୭୫ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ଅଛନ୍ତି ୨୬୯ ଜଣ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us