ନଭେମ୍ବର ୧ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ଜାରି ହୋଇଥିବା ଏହି ନୂଆ ଗାଇଡଲାଇନ ଅନୁସାରେ ସହରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ପୂର୍ବ ଭଳି ଜାରି ରହିବ..
Published: Otv Khabar Bureau
Last updated: 01 November 2021, 08:07 AM IST
ଏ ବର୍ଷ ଦୀପାବଳିରେ ବାଣଫୁଟାକୁ ମିଳିବ କି ଅନୁମତି ? ଆଜି ଦିନ ପ୍ରାୟ ୨ଟା ବେଳେ ମାମଲାର ଚୂଡ଼ାନ୍ତ ଶୁଣାଣି ସହ ରାୟ ପ୍ରକାଶ କରିପାରନ୍ତି ହାଇକୋର୍ଟ। କରୋନା ସଂକ୍ରମଣ ଓ ପ୍ରଦୂଷଣକୁ ରୋକିବା ଲାଗି ପୂର୍ବରୁ ରାଜ୍ୟ ସରକାର ବାଣ ବିକ୍ରି ଓ ଫୁଟା ଉପରେ ନିଷେଧାଦେଶ ଜାରି କରିଥିଲେ ।