Advertisment

କାଲିଠୁ ଫ୍ରଣ୍ଟଲାଇନ୍ ଓ୍ୱାର୍କରଙ୍କୁ ବୁଷ୍ଟର ଡୋଜ୍ ଟିକାକରଣ

ଦେଶ ଅବା ରାଜ୍ୟ, ସବୁଠି କରୋନା ସଂକ୍ରମଣର ପ୍ରଖର ସୁଅ। ଦେଶରେ ଦୈନିକ ସଂକ୍ରମଣ ଦେଢ଼ ଲକ୍ଷ ଡେଇଁଥିବାବେଳେ ରାଜ୍ୟରେ ୪ହଜାର ୭ଶହ ଉପରକୁ ଗଲାଣି। ସଂକ୍ରମଣର ସାଂଘାତିକ ସ୍ଥିତି ଭିତରେ ଆସନ୍ତାକାଲିଠୁ ଆରମ୍ଭ ହେଉଛି ପ୍ରିକସନ୍ ଡୋଜ୍ ଟିକାକରଣ।

Omicron Cases In Odisha COVID19 Omicron Variant
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ