Advertisment

କରୋନାର ନୂଆ ଭ୍ୟାରିଆଣ୍ଟକୁ ମାତ୍‌ ଦେବ ବୁଷ୍ଟର ଡୋଜ୍

କରୋନାର ନୂଆ ଭ୍ୟାରିଆଣ୍ଟକୁ ପ୍ରତିହତ କରିପାରିବ ବୁଷ୍ଟର ଡୋଜ୍। ୨୮ ନଭେମ୍ବରରୁ ରାଜ୍ୟରେ ସରକାରୀ ଟୀକାକାରଣ ବନ୍ଦ ଥିବାବେଳେ ଟିକା ଯୋଗାଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖାଯିବ ବୋଲି କହିଛନ୍ତି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ। ତାସହ କହିଛନ୍ତି ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୮ କୋଟି ୧୪ ଲକ୍ଷ ଡୋଜ୍ ଟିକା ଦିଆସରିଛି। ଯେଉଁମାନେ ପ୍ରିକସନ ଡୋଜ ନେଇଛନ୍ତି, ସେମାନେ ସୁରକ୍ଷିତ। ଅନ୍ୟ ରାଜ୍ୟମାନଙ୍କ ଅପେକ୍ଷା ଓଡ଼ିଶାରେ ହର୍ଡ ଇମ୍ୟୁନିଟି ଅଧିକ ରହିଛି। ଓଡ଼ିଶାରୁ ଯେତିକି ସାମ୍ପଲ ଜିନମ୍ ସିକ୍ୟେନସିଂ ପାଇଁ ଯାଇଛି, ସେଥିରେ BF.7 ଭ୍ୟାରିଆଣ୍ଟର ପ୍ରମାଣ ମିଳିନାହିଁ।

Odisha Corona Omicron
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ