Omicron Scare - Haryana Imposes Strict Curbs In Five Districts
ହରିୟାଣା ସରକାର କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗୁରୁଗ୍ରାମ, ଫରିଦାବାଦ, ଅମ୍ବାଲା, ପଞ୍ଚକୁଲା ଏବଂ ସୋନିପତରେ ସିନେମା ହଲ, ପ୍ରେକ୍ଷାଳୟ, ସ୍କୁଲ, କଲେଜ, ଜିମ ଇତ୍ୟାଦି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନ ରାଜ୍ୟରେ ଥିବା କାର୍ଯ୍ୟାଳୟ ଗୁଡ଼ିକ ମଧ୍ୟ ୫୦ ପ୍ରତିଶତ ଉପସ୍ଥାନ ସହିତ କାର୍ଯ୍ୟ କରିବେ । ଜାନୁଆରୀ ୧୨ ପର୍ଯ୍ୟନ୍ତ କରୋନା କଟକଣାକୁ ବୃଦ୍ଧି କରାଯାଇଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)