Omicron Tally In India Rises To 1,431
ଦେଶରେ ଦୈନିକ କରୋନା ସଂକ୍ରମଣରେ ଆଜି ଲମ୍ବ ଡିଆଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୨ ହଜାର ୭୭୫ କରୋନା ଆକ୍ରାନ୍ତ ଚିହ୍ନଟ । ଅନ୍ୟପଟେ ଦେଶରେ ଦିନକରେ ୪୦୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୃତ୍ୟୁସଂଖ୍ୟା ୪ ଲକ୍ଷ ୮୧ ହଜାର ୪୮୬କୁ ବୃଦ୍ଧି ପାଇଛି । ଦେଶରେ ଏବେ ଆକ୍ଟିଭ୍ କେସ୍ ୧ ଲକ୍ଷ ୦୪ ହଜାର ୭୮୧ ରହିଥିବା ବେଳେ ଏବେ ସୁଦ୍ଧା ସୁସ୍ଥ ହେଲେଣି ୩ କୋଟି ୪୨ ଲକ୍ଷ ୭୫ ହଜାର ୩୧୨ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)