ଡେଲ୍ଟା ଅପେକ୍ଷା ୬ ଗୁଣ ଅଧିକ ଶକ୍ତିଶାଳୀ କରୋନାର ନୂଆ ମ୍ୟୁଟାଣ୍ଟ ଓମିକ୍ରନ । ଅନ୍ତର୍ଜାତୀୟ ଯାତ୍ରା ପାଇଁ ନୂଆ ଗାଇଡ୍ଲାଇନ୍ ଜାରି କଲେ ଭାରତ ସରକାର ।
Published: Satyendu Shekher Mishra
Last updated: 29 November 2021, 09:45 PM IST
ରାଜ୍ୟରେ କୋଭିଡ୍-୧୯ର ନୂଆ ସବ୍ ଭାରିଆଣ୍ଟ JN.1 ଚିହ୍ନଟ । ୨ ଜଣ ରୋଗୀଙ୍କ ଠାରେ ଏହି ଭାରିଆଣ୍ଟ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।