""
COVID-19 Videos ଅନଲକ୍ ହେବ ନା ପୁଣି ଥରେ ଆଂଶିକ ଲକଡାଉନ୍ କରିବେ ରାଜ୍ୟ ସରକାର? କେତେ ଜିଲ୍ଲା ଖୋଲିବ, ଆଉ କେଉଁ କେଉଁ କ୍ଷେତ୍ରରେ ନିୟମ କୋହଳ ହେବ? ଦିନକ ପରେ ଆଂଶିକ ଲକଡାଉନ୍ ଶେଷ ହେଉଥିବାରୁ ଆସନ୍ତାକାଲି ଆସିବ ନୂଆ ଗାଇଡଲାଇନ୍। ତେବେ କେନ୍ଦ୍ର ସରକାର, ସବୁ ରାଜ୍ୟର ମୁଖ୍ୟଶାସନ ସଚିବଙ୍କୁ ଲେଖିଥିବା ଚିଠି, ପଡୋଶୀ ରାଜ୍ୟରେ ବଢୁଥିବା ସଂକ୍ରମଣ ଓ ରାଜ୍ୟର କରୋନା ସ୍ଥିତିକୁ ଦେଖି ରାଜ୍ୟ ସରକାର ଅନଲକ୍ ନେଇ ନିଷ୍ପତ୍ତି ନେବେ 14 Jul 2021 22:18 ISTSarbeswar Follow UsCorona VirusAdvertisment Read More Odisha News Coronavirus COVID-19