Covid 19
କିଶୋରଙ୍କ ପରେ ଏବେ ପିଲାଙ୍କୁ ମିଳିବ କରୋନା କବଚ । ୫ରୁ ୧୨ ବର୍ଷ ବୟସ ବର୍ଗଙ୍କ ଲାଗି ଦୁଇଟି କୋଭିଡ୍ ଟିକାକୁ ଅନୁମୋଦନ କରିଛି ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ- DCGI । ୬ରୁ ୧୨ ବର୍ଷ ବୟସର ପିଲାଙ୍କ ଲାଗି ଭାରତ ବାୟୋଟେକ୍ର କୋଭିଡ୍ ଟିକା- କୋଭାକ୍ସିନ୍ର ଜରୁରୀ ବ୍ୟବହାରକୁ ସବୁଜ ସଙ୍କେତ ଦେଇଛି DCGI ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)