Covid 19
ଚୀନ୍ରେ କରୋନାର ବିସ୍ଫୋରଣ ପରେ ସଜାଗ ଭାରତ । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କ ଅଧ୍ୟକ୍ଷତାରେ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ । ଯେଉଁଥିରେ ସ୍ୱାସ୍ଥ୍ୟ ବିଶେଷଜ୍ଞ ଓ ବରିଷ୍ଠ ଅଧିକାରୀଙ୍କ ସହ ଦେଶର କରୋନା ମହାମାରୀ ସ୍ଥିତିର ସମୀକ୍ଷା କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ସମୀକ୍ଷା ପରେ ମାଣ୍ଡଭିୟ କହିଛନ୍ତି, ବର୍ତ୍ତମାନ କରୋନାର ଭୟବହତା ସମ୍ପୂର୍ଣ୍ଣ ଦୂର ହୋଇନି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)