Odisha Reports 443 Covid-19 Cases In Last 24 Hours
Advertisment
ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୩ ପଜେଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିରୁ ୭୫ ଜଣ ୧୮ ବର୍ଷରୁ କମ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ଆଜି ବି ସର୍ବାଧିକ ୨୪୩ ଜଣ ଚିହ୍ନଟ ହୋଇଛନ୍ତି । ୩ ଜଣଙ୍କ ମୃତ୍ୟୁ ହୋଇଛି । ସୁନ୍ଦରଗଡ , ଜଗସିଂହପୁର ଓ କଟକରୁ ଜଣେ ଲେଖାଏଁ ମୃତ୍ୟୁ ହୋଇଥିବା ସୂଚନା
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us