""
ଅପରାଧ Videos ଭୁବନେଶ୍ୱର ହତ୍ୟାକାଣ୍ଡ: କଣ ଥିଲା ଅଭିଯୁକ୍ତର ଶେଷ ମେସେଜ୍ ଭୁବନେଶ୍ୱର ଭୀମଟାଙ୍ଗି ଅଂଚଳରେ ମହିଳାଙ୍କୁ ବୀଭତ୍ସ ହତ୍ୟାକାଣ୍ଡ ପଛରେ ରହିଛି ପୂର୍ବ ସମ୍ପର୍କ । ଏକଥା ନିଜେ କହିଛନ୍ତି ଅଭିଯୁକ୍ତଙ୍କ ମା’ସାବିତ୍ରୀ ପ୍ରଧାନ। ମୃତ ମହିଳା ପ୍ରିୟଙ୍କାଙ୍କ ସହ ତାଙ୍କ ପୁଅ ଜଗନ୍ନାଥଙ୍କ ନିବିଡ଼ ସମ୍ପର୍କ ଥିଲା ବୋଲି ସେ କହିଛନ୍ତି। Sarbeswar 06 Jul 2021 22:02 IST Bhubaneswar Murder Case Bhubaneswar OdishaPoliceAdvertisment Read More Advertisment ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ