terrorist
ପୁଣି ଥରେ ପଦାରେ ପଡ଼ିଛି ପାକିସ୍ତାନର ଆତଙ୍କବାଦୀ ଚେହେରା। କିପରି ଆତଙ୍କବାଦୀଙ୍କୁ ପୃଷ୍ଟପୋଷକତା ଦେଉଛି ପାକ୍ ତାର ଗୋଟି ଗୋଟି କଥା କ୍ୟାମେରା ସମ୍ମୁଖରେ ବଖାଣିଛି ଉରୀ ସେକ୍ଟରରୁ ଧରାପଡ଼ିଥିବା ୧୯ ବର୍ଷିୟ ଆତଙ୍କବାଦୀ ଅଲି ବାବର। ଭାରତୀୟ ସେନା ପକ୍ଷରୁ ପଚରାଉଚରା ପରେ ଆଜି ସାମ୍ବାଦିକ ସମ୍ମିଳନୀରେ ବାବରକୁ ଅଣା ଯାଇଥିଲା। ପାକିସ୍ତାନରେ ବସିଥିବା ଆତଙ୍କୀ ଆକା କିପରି ତାକୁ ଟ୍ରେନିଂ ଦେଇଥିଲେ ସେ କଥା କହିଛି ବାବର୍।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)