rape
#ଗୋପାଳପୁରରେ_ଲଜ୍ଜା! #୧୦_ଗିରଫ
ଗଞ୍ଜାମ ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ୧୦ ଅଭିଯୁକ୍ତ ଗିରଫ। ସେମାନଙ୍କୁ ଗିରଫ କରିଛି ଗୋପାଳପୁର ଥାନା ପୋଲିସ। ଯୁବତୀଙ୍କ ଡାକ୍ତରୀ ମାଇନା ବି କରାଯାଇଛି। କେମିତି ଓ କେଉଁ ପରିସ୍ଥିତିରେ ଯୁବତୀଙ୍କ ସହ ଏଭଳିଘଟଣା ଘଟିଲା ପୁଙ୍ଖାନୁପୁଙ୍ଖ ତଦନ୍ତ ଚାଲିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)