Advertisment

ଓଡ଼ିଶା ସୀମାନ୍ତରେ ଛିନଛତ୍ର ହୋଇଗଲା ମାଓମେଳି

ଓଡ଼ିଶା ସୀମାନ୍ତରେ ଛିନଛତ୍ର ହୋଇଗଲା ମାଓମେଳି। ପୋଲିସ ଏନକାଉଣ୍ଟରରେ ସଫା ହୋଇଗଲେ ୧୪ ଜଣ ମାଓବାଦୀ। ଏବେ ବି ଅପରେସନ ଜାରି ରହିଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢିବା ଅନୁମାନ କରାଯାଉଛି।

Advertisment

ଓଡ଼ିଶା ସୀମାନ୍ତରେ ଛିନଛତ୍ର ହୋଇଗଲା ମାଓମେଳି। ପୋଲିସ ଏନକାଉଣ୍ଟରରେ ସଫା ହୋଇଗଲେ ୧୪ ଜଣ ମାଓବାଦୀ। ଏବେ ବି ଅପରେସନ ଜାରି ରହିଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢିବା ଅନୁମାନ କରାଯାଉଛି। ତେବେ ବଡ କଥା ହେଉଛି ଯେ, ଛତିଶଗଡ଼ ଓ ଓଡ଼ିଶା ପୋଲିସର ଏହି ମିଳିତ ଅପରେସନରେ ଟଳିପଡିଛି ସିପିଏମ୍ କେନ୍ଦ୍ରୀୟ କମିଟି ସଦସ୍ୟ ଜୟୀରାମ। ଯାହା ମୁଣ୍ଡରେ ଥିଲା କୋଟିଏ ଟଙ୍କାର ପୁରସ୍କାର ରାଶି। ସେପଟେ ଏହି ମାଓ ଅପରେସନକୁ ବଡ଼ ସଫଳତା ବୋଲି କହିଛନ୍ତି।

Advertisment
Odisha Maoist Encounter
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ