ବାଘଛାଲ ବିକ୍ରି ପାଇଁ ଡିଲ ହେଉଥିବା ବେଳେ ବନ ବିଭାଗର ଚଢଉ । ଦେବଗଡ ବନଖଣ୍ଡ ରିଆମାଳ ଫରେଷ୍ଟରେଂଜ ବ୍ରାହ୍ମଣିପାଲ ଗାଁ ନିକଟରେ କଲରାପତରିଆ ବାଘ ଛାଲ ବିକ୍ରି ପାଇଁ ଡିଲ ଚାଲିଥିବା ବେଳେ ବନ ବିଭାଗ ଚଢଉ କରିଥିଲା । ଘଟଣାସ୍ଥଳରୁ ବାଘଛାଲ ଜବତ ସହ ଦୁଇଜଣଙ୍କୁ ଗିରଫ କରାଯାଇଛି ।
Published: Prangyan Parimita
Last updated: 11 November 2021, 09:45 AM IST
ବାଇକରେ ଘରକୁ ଫେରୁଥିଲେ । କୁକୁଡାଫାର୍ମ ନିକଟରେ ମୁଣ୍ଡକୁ ଗୁଳି କରିଦେଲେ ଦୁର୍ବୃତ୍ତ । ତୁରନ୍ତ ଡାକ୍ତରଖାନାକୁ ନିଆଗଲା । ମୃତ ଘୋଷଣା କଲେ ଡାକ୍ତର ।