Advertisment

ସରିଲା ରିମାଣ୍ଡ, ଜେଲ୍ ଗଲା ଗୋପାଳ ! କିନ୍ତୁ ସୁରକ୍ଷା ନେଇ ଚିନ୍ତାରେ ଜେଲ୍ କର୍ତ୍ତୃପକ୍ଷ

ଗତରାତିରେ ଗୋପାଳକୁ ଧରି ଗୁଜରାଟରୁ ଝାରସୁଗୁଡ଼ାକୁ ଫେରିଥିଲା କ୍ରାଇମବ୍ରାଞ୍ଚ ଟିମ୍ । ଏହାପରେ ଆଜି ତୃତୀୟ ପର୍ଯ୍ୟାୟ ରିମାଣ୍ଡ ଅବଧି ସରିବା ପରେ ୧୬୪ ବୟାନ ରେକର୍ଡ କରିବା ସହ ଝାରସୁଗୁଡ଼ା ସବ୍-ଜେଲକୁ ପଠାଇ ଦିଆଯାଇଥିଲା । ହେଲେ ଜେଲ୍ ଭିତରେ ଗୋପାଳର ସୁରକ୍ଷାକୁ ନେଇ ଚିନ୍ତିତ ଜେଲ ବିଭାଗ । ତେଣୁ ଝାରସୁଗୁଡାରୁ ଚୌଦ୍ୱାର ଜେଲକୁ ପଠାଇବାକୁ ଝାରସୁଗୁଡା ଜେଲ ଅଧୀକ୍ଷକଙ୍କ ଜରିଆରେ କୋର୍ଟକୁ ଅବଗତ କରିଛି ଜେଲ୍ ବିଭାଗ । ପୂର୍ବରୁ ଝାରସୁଗୁଡା ଜେଲ ପକ୍ଷରୁ ଜେଲ ବିଭାଗକୁ ଚିଠି ବି ଲେଖାଯାଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ