ଆୟ ବର୍ହିଭୁକ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ପୋଲିସ କମ୍ୟୁନିକେସନ ଅତିରିକ୍ତ SP ତ୍ରୀନାଥ ମିଶ୍ର ଗିରଫ । ତ୍ରିନାଥଙ୍କୁ ଗିରଫ ସହ ତାଙ୍କ ପତ୍ନୀଙ୍କ ନାଁରେ ବି ମାମଲା ରୁଜୁ ହୋଇଛି। ତ୍ରିନାଥଙ୍କର ମୋଟ ୧୧ କୋଟି ୨ ଲକ୍ଷର ସଂପତ୍ତି ଠାବ ସୂଚନା ମିଳିଛି। ୧୧ କୋଟିରୁ ୮ କୋଟି ୬୧ ଲକ୍ଷ ଆୟ ବହିର୍ଭୂତ।