Allegations Of Kidnapping Of Two Minor Students Against Tuition Teacher
Advertisment
ଟ୍ୟୁସନ୍ ଟିଚରଙ୍କ ନାଁରେ ସାଘାଂତିକ ଅଭିଯୋଗ । ଦୁଇ ନାବାଳିକା ଛାତ୍ରୀଙ୍କୁ ଅପହରଣ କରିଥିବା ନେଇ ଚାଞ୍ଚଲ୍ୟକର ଅଭିଯୋଗ ଆସିଛି । ରାଜଧାନୀ ଭୁବନେଶ୍ୱରରେ ଏପରି ଘଟଣା ଘଟିଛି । ବଡ଼ଗଡ଼ ଥାନାରେ ଏନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି । ଆଜି ଥାନାକୁ ଅଭିଭାବକ ଓ ବହୁ ମହିଳା ଆସି ଅଭିଯୋଗ କରିବା ସହ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us