Dharmendra Pradhan
ଅର୍ଚ୍ଚନା ମାମଲାରେ କେନ୍ଦ୍ରୀୟ ଏଜେନ୍ସି ତଦନ୍ତ ନେଇ କାଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଇଶାରା ଆଉ ଆଜି ଇଡିରେ ମାମଲା ଘଟଣାକୁ ନେଇ ବଢିଛି ବଡବଡିଆଙ୍କ ହାର୍ଟବିଟ୍ । ED କେଉଁ ଦିଗରେ ତଦନ୍ତ କରିବ, ରାଡାର୍ରେ କେଉଁମାନେ ରହିଛନ୍ତି ? ତାକୁ ନେଇ ପୁଣିଥରେ ଚର୍ଚ୍ଚା ଜୋର୍ ଧରିଛି । ଇଡି ତଦନ୍ତ ଦ୍ୱାରା ଶାସକ ଦଳ ନେତାଙ୍କ ମୁଖା ଖୋଲିବ ବୋଲି ବିଜେପି କହିଥିବା ବେଳେ କଂଗ୍ରେସ କହିଛି ସତ୍ୟାସତ୍ୟ ପଦାକୁ ଆସିବା ଦରକାର । ଜବାବରେ ବିଜେଡି କହିଛି, ନିର୍ବାଚନ ସମୟରେ ଏଭଳି ଧମକ ନଦେଇ, ତଦନ୍ତ କରନ୍ତୁ
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)