ଓଡ଼ିଶାରେ ବାଙ୍ଗଲାଦେଶୀ ଆତଙ୍କବାଦୀ । କୋଲକାତାରେ ୩ ଜଣ ବାଂଲାଦେଶୀ ଆତଙ୍କବାଦୀ ଧରାପଡ଼ିବା ପ୍ରସଙ୍ଗରେ ତନାଘନା । କୋଳକାତା ସହ ଯୋଗାଯୋଗରେ ରହିଥିବା କହିଛନ୍ତି ଓଡ଼ିଶା ଗୁଇନ୍ଦା ଅଧତ୍କାରୀ । କୋଲକାତା STF ଦ୍ୱାରା ୩ ଜଣ ଜମାତୁଲ ମୁଜାହିଦ୍ଦିନ ସଦସ୍ୟ ଧରାପଡ଼ିଛନ୍ତି । ସେମାନଙ୍କର ଓଡ଼ିଶା ସହ ଲିଙ୍କ୍ ଥିବା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଛି । ଓଡ଼ିଶାରେ କିଛି ଆାତଙ୍କବାଦୀ ଲୁଚି ରହିଥିବା ଖବର ମଧ୍ୟ ପ୍ରକାଶ ପାଇଛି ।