Advertisment

ଆଉ ତ୍ରାହି ମିଳୁନି ଏଟିଏମ୍ ଲୁଟେରାଙ୍କ ପାଖରୁ....

ଆଉ ତ୍ରାହି ମିଳୁନି ଏଟିଏମ୍ ଲୁଟେରାଙ୍କ ପାଖରୁ.... ଲକ୍ଷ ଲକ୍ଷ ଟଙ୍କାର ନୋଟ୍ ଭର୍ତ୍ତି ଥିବା ଏଟିଏମ୍ ଲୁଟ୍, ସତେଯେମିତି ପାଲଟିଛି ଲୁଟେରାଙ୍କ ବାଁ ହାତର ଖେଳ। ନା ସିସିଟିଭିର ଭୟ ରହୁଛି ନା ସାଇରନର। ଇଚ୍ଛା କଲେ ପଶିଯାଉଛନ୍ତି, ତଡ଼ାତଡ଼ି ନୁହଁ, ସିଧା ଟେକିନେଉଛନ୍ତି ପୁରା ଏଟିଏମ୍।

author-image
Sujit kumar Swain

ଆଉ ତ୍ରାହି ମିଳୁନି ଏଟିଏମ୍ ଲୁଟେରାଙ୍କ ପାଖରୁ.... ଲକ୍ଷ ଲକ୍ଷ ଟଙ୍କାର ନୋଟ୍ ଭର୍ତ୍ତି ଥିବା ଏଟିଏମ୍ ଲୁଟ୍, ସତେଯେମିତି ପାଲଟିଛି ଲୁଟେରାଙ୍କ ବାଁ ହାତର ଖେଳ। ନା ସିସିଟିଭିର ଭୟ ରହୁଛି ନା ସାଇରନର। ଇଚ୍ଛା କଲେ ପଶିଯାଉଛନ୍ତି, ତଡ଼ାତଡ଼ି ନୁହଁ, ସିଧା ଟେକିନେଉଛନ୍ତି ପୁରା ଏଟିଏମ୍।

Advertisment
CCTV Footage Loot CCTV ATM Loot
Advertisment
Advertisment