ବାହାନଗା ଟ୍ରେନ୍ ଟ୍ରାଜେଡି ଘଟଣାରେ ୩ ଅଭିଯୁକ୍ତଙ୍କୁ ଆଉ ୪ ଦିନ ରିମାଣ୍ଡରେ ନେଲା CBI । ଅଭିଯୁକ୍ତଙ୍କ ମୁହଁରୁ ଓଗାଳିବ ଅଧୁରା ସତ ।
Published By: Manoranjan Behera
Last updated: 11 July 2023, 10:56 PM IST
ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ଲାଗି ଆରମ୍ଭ ହୋଇଛି ସର୍ଭେ । କଟକ ତ୍ରିଶୁଳିଆରୁ ନନ୍ଦନକାନନ ମଧ୍ୟରେ ଚାଲିଛି ଜିଓଟେକ୍ନିକାଲ ଇନଭେଷ୍ଟିଗେସନ। ପ୍ରାରମ୍ଭିକ ଭାବେ ୪ କିଲୋମିଟର ରାସ୍ତାର ମାଟି ନମୁନା ସଂଗ୍ରହ ଚାଲିଛି। ଦିଲ୍ଲୀ ମେଟ୍ରୋ ରେଲ୍ କର୍ପୋରେସନ DPR ଦେବା ପରେ ପ୍ରକଳ୍ପ ଲାଗି ପଡ଼ିବ ଭିତ୍ତିପ୍ରସ୍ତର