Bitti Hottra Mohanty
ବହୁ ଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କ ପରଲୋକ । କ୍ୟାନସରରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ପୂର୍ବତନ ଜେଲ୍ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ପୁଅ ବିତ୍ତିହୋତ୍ର ୨୦୦୬ରେ ଚର୍ଚ୍ଚାକୁ ଆସିଥିଲେ ।ବିତ୍ତିହୋତ୍ରଙ୍କ ନାଁରେ ସେତେବେଳେ ଜଣେ ଜର୍ମାନ ସହପାଠୀ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଆସିଥିଲା ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)