Sharmista's brother arrested
ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ ପୋଲିସକୁ ଆଉ ଏକ ସଫଳତା । ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କ ଭାଇକୁ ଧରିଲା ପୋଲିସ । ଶର୍ମିଷ୍ଠାଙ୍କ ଭାଇ ପରମେଶ୍ୱରଙ୍କୁ କବ୍ଜାକୁ ନେଇଛି ପୋଲିସ । ପରମେଶ୍ୱର ରାଉତଙ୍କୁ ବିଜୟୱାଡ଼ାରୁ ଧରିଛି ପୋଲିସ । ପରାମେଶ୍ୱର ବିଜୟୱାଡ଼ାରେ ରହି ଶର୍ମିଷ୍ଠାଙ୍କ ଫେରାର୍ ହେବା ନେଇ ପ୍ଲାନ କରିଥିଲେ । ଶର୍ମିଷ୍ଠା କେମିତି ଖସିଯାଇପାରିବେ, ସେନେଇ ପ୍ଲାନ୍ କରିଥିଲେ ପରମେଶ୍ୱର । ତେବେ ଶର୍ମିଷ୍ଠା କିନ୍ତୁ ବିଜୟୱାଡ଼ା ଯାଇନଥିବା ସୂଚନା ମିଳିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)