Arrest
Advertisment
କଟକ CDMOର ସିନିୟର୍ ଆସିଷ୍ଟାଣ୍ଟ କିଶୋର କୁମାର ସାହାଣୀ ଗିରଫ। ୧ କୋଟି ୨୪ ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଗତକାଲି ଫାର୍ମ ହାଉସ୍, ଘର ଓ ଅଫିସ୍ ସମେତ ୫ଟି ସ୍ଥାନରେ ରେଡ୍ ହୋଇଥିଲା।