Advertisment

ଲାଞ୍ଚ ନେଉଥିଲେ ଫସିଗଲେ

ଲାଞ୍ଚ ନେଇ ଭିଜିଲାନ୍ସ ହାବୁଡ଼ରେ ପଡ଼ିଲେ କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ସିଡ଼ିପିଓ ମୀନା କୁମାରୀ ପାତ୍ର। ବ୍ଲକର ୫ଟି ଛତୁଆ ପ୍ରସ୍ତୁତକାରୀ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କଠାରୁ ୧୧ ଲକ୍ଷ ୫୯ ହଜାର ଟଙ୍କାର ବିଲ୍ କରାଇଦେବା ପାଇଁ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ।

author-image
Otv Khabar Bureau

CDPO Kalahandi
Advertisment
Advertisment