Advertisment

ପାକିସ୍ତାନରେ କେମିତି କାମ କରୁଥିଲା ଓଡ଼ିଶା ସିମ୍ ?

କେଉଁ ଉପାୟରେ ଓଟିପି ନେଇ ଆଇଏସଆଇ ଓ ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ଅପରେଟ୍ କରୁଥିଲେ ଓଡ଼ିଶା ଫୋନ୍ ନମ୍ବର ? ରାକେଟର ମାଷ୍ଟରମାଇଣ୍ଡ ପଠାଣି ସାମନ୍ତ ଲେଙ୍କାକୁ ଆସନ୍ତାକାଲି ରିମାଣ୍ଡରେ ଆଣି ଗୋଟି ଗୋଟି କରି ସତ ଓଗାଳିବାକୁ ଚେଷ୍ଟା କରିବ କ୍ରାଇମବ୍ରାଞ୍ଚ ଏସଟିଏଫ୍।

author-image
Manoranjan Behera

କେଉଁ ଉପାୟରେ ଓଟିପି ନେଇ ଆଇଏସଆଇ ଓ ପାକିସ୍ତାନୀ ଗୁଇନ୍ଦା ସଂସ୍ଥା ଅପରେଟ୍ କରୁଥିଲେ ଓଡ଼ିଶା ଫୋନ୍ ନମ୍ବର ? ରାକେଟର ମାଷ୍ଟରମାଇଣ୍ଡ ପଠାଣି ସାମନ୍ତ ଲେଙ୍କାକୁ ଆସନ୍ତାକାଲି ରିମାଣ୍ଡରେ ଆଣି ଗୋଟି ଗୋଟି କରି ସତ ଓଗାଳିବାକୁ ଚେଷ୍ଟା କରିବ କ୍ରାଇମବ୍ରାଞ୍ଚ ଏସଟିଏଫ୍।

Advertisment
Pakistan Fake SIM Card
Advertisment
Advertisment