Advertisment

ମନୀଷ ମୃତ୍ୟୁ ମାମଲାରେ ତିନି ଜଣ ଗିରଫ

ବହୁଚର୍ଚ୍ଚିତ ମନୀଷ ମୃତ୍ୟୁ ମାମଲାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ଅମ୍ରିତ ବିଶ୍ୱାଳ, ଦିନେଶ ଓ ମୃତ୍ୟୁଞ୍ଜୟଙ୍କୁ ଗିରଫ କରାଯାଇଛି । ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ତିନି ଜଣକୁ ଗିରଫ କରିଛି ପୋଲିସ ।

author-image
Otv Khabar Bureau
ଅଦ୍ୟତନ ହୋଇଛି

ବହୁଚର୍ଚ୍ଚିତ ମନୀଷ ମୃତ୍ୟୁ ମାମଲାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ଅମ୍ରିତ ବିଶ୍ୱାଳ, ଦିନେଶ ଓ ମୃତ୍ୟୁଞ୍ଜୟଙ୍କୁ ଗିରଫ କରାଯାଇଛି । ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ତିନି ଜଣକୁ ଗିରଫ କରିଛି ପୋଲିସ । ଏନେଇ ପ୍ରେସମିଟ୍‌ କରି ଭୁବନେଶ୍ୱର ଡିସିପି ବିସ୍ତୃତ ସୂଚନା ଦେବେ ।

Advertisment
Odisha Manish Anurag Death Case
Advertisment
Advertisment