ଅଦ୍ୟତନ ହୋଇଛି
Commissionerate Police Arrests 3 In Manish Anurag Death Case
Advertisment
ବହୁଚର୍ଚ୍ଚିତ ମନୀଷ ମୃତ୍ୟୁ ମାମଲାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ଅମ୍ରିତ ବିଶ୍ୱାଳ, ଦିନେଶ ଓ ମୃତ୍ୟୁଞ୍ଜୟଙ୍କୁ ଗିରଫ କରାଯାଇଛି । ହତ୍ୟା ଓ ପ୍ରମାଣ ନଷ୍ଟ ଅଭିଯୋଗରେ ତିନି ଜଣକୁ ଗିରଫ କରିଛି ପୋଲିସ । ଏନେଇ ପ୍ରେସମିଟ୍ କରି ଭୁବନେଶ୍ୱର ଡିସିପି ବିସ୍ତୃତ ସୂଚନା ଦେବେ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us